The Odisha G a z e t t e
EXTRAORDINARY
PUBLISHED BY AUTHORITY
No. 1147 CUTTACK, MONDAY, MAY 20, 2024/BAISAKHA 30, 1946
କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ
ଅଧିସୂଚନା
ତା ୦୬-୦୫-୨୦୨୪ ରିଖ
ନଥି ସଂ 183(cid:650)IX(E)-03/2024(cid:650)ଯେହେତୁ ଓଡିଶା ସରକାରଙ୍କୁ ପ୍ରତିତ ହେଉଅଛି କି ଏକ ସାର୍ବଜନୀନ ଉଦ୍ଦେଶ୍ୟରେ କଚେରୀ ଛକ-ବୋଦାପଳସା ରାସ୍ତାରେ ଅରଡେଇ ନଦୀ ଉପରେ ପୋଲ ନିର୍ମାଣ ନିମନ୍ତେ ସରକାର (Appropriate Government) ସରକାରୀ ବ୍ୟୟରେ ମୌଜା- ବୋଦାପଳସା ଥାନା- କେନ୍ଦୁଝର ସଦର, ତହସିଲ- କେନ୍ଦୁଝର ସଦର, ଜିଲ୍ଲା କେନ୍ଦୁଝର ରେ ନିମ୍ନ ତଫସିଲ ମତେ ପ୍ରାୟ ଏ ୦. ୦୬୦ ରକବା ଭୂମି ଅର୍ଜନ କରିବା ଆବଶ୍ୟକ ହେଉଅଛି ।
ତେଣୁ ନ୍ୟୟୋଚିତ କ୍ଷତିପୂରଣ ଅଧିକାର ଏବଂ ଭୂ-ଅର୍ଜନ, ପୁର୍ନବାସ ଓ ଥଇଥାନ କ୍ଷେତ୍ରରେ ସ୍ୱତା ଆଇନ, ୨୦୧୩ (RFCTLAR & R Act 2013) ର ୧୧(୧) ଧାରା ରେ ଭାରପ୍ରାପ୍ତ ହୋଇ ସରକାର (Appropriate Government ) ଏତ୍ଦ ଦ୍ୱାରା ନିମ୍ନ ଅନୁସୁଚୀ ରେ ପ୍ରଦତ ଜମି ଅଧିଗ୍ରହଣ ପାଇଁ ପ୍ରାରମ୍ଭିକ ଅଧିସୂଚନା ଜାରି କରାଯାଉଛି ।
ନ୍ୟାୟୋଚିତ କ୍ଷତିପୂରଣ ଅଧିକାର ଏବଂ ଭୂ-ଅର୍ଜନ, ପୁନର୍ବାସ ଓ ଥଇଥାନ କ୍ଷେତ୍ରରେ ସ୍ୱତା ଆଇନ, ୨୦୧୩ , ର ୧୧(୧) ଧାରା ଅନୁଯାୟୀ ଘୋଷିତ ଏହି ପ୍ରାରମ୍ଭିକ ଅଧିସୂଚନାଟି ଏଥି ସହିତ ସମ୍ପୃକ୍ତ ସମସ୍ତଙ୍କ ପାଇଁ ପ୍ରଯୁଜ୍ୟ ଅଟେ ।
ଯଦି ସମ୍ପୃକ୍ତ ଜମିର କୌଣସି ସ୍ୱତ୍ୱାଧିକାରୀ / ଜମି ମାଲିକ ଭୂମି ଅଧିଗ୍ରହଣ ଅଧିସୂଚନା ସମ୍ପର୍କିତ ଅଧିସୂଚୀତ ଜମିର ଉପଯୋଗିତା, ରକବା ଏବଂ ସାର୍ବଜାନୀନ ଉଦ୍ଦେଶ୍ୟର ଔଚିତ୍ୟ ବିଷୟରେ କୌଣସି ଆପତି ଥାଏ, ସେ ଉକ୍ତ ପ୍ରାରମ୍ଭିକ ଅଧିସୂଚନା ପ୍ରକାଶନର ୬୦ ଦିନ ମଧ୍ୟରେ ସମ୍ପୃକ୍ତ ଜିଲ୍ଲାପାଳଙ୍କ ନିକଟରେ ଲିଖିତ ଆକାରରେ ଅଭିଯୋଗ କରିପାରିବେ ।
2ପ୍ରକଳ୍ପ ସମ୍ବନ୍ଧୀୟ ବିବରଣୀ
୧-ସାର୍ବଜନୀନ ଉଦ୍ଦେଶ୍ୟର ସ୍ୱରୁପ- କଚେରୀ ଛକ-ବୋଦାପଳସା ରାସ୍ତାରେ ଅରଡେଇ ନଦୀ ଉପରେ ପୋଲ ନିର୍ମାଣ ନିମନ୍ତେ ।
୨-ଜମି ଆବଶ୍ୟକ କରୁଥିବା ସଂସ୍ଥାର ନାମ-ଅଧିକ୍ଷଣ ଯୀ,(ଆର ଏଣ୍ଡ ବି) ଡିଭିଜନ, କେନ୍ଦୁଝର ।
୩-କ୍ଷତିଗ୍ରସ୍ତ ଲୋକଙ୍କ ବିସ୍ଥାପନ ଆବଶ୍ୟକତାର କାରଣ- କଚେରୀ ଛକ-ବୋଦାପଳସା ରାସ୍ତାରେ ଅରଡେଇ ନଦୀ ଉପରେ ପୋଲ ନିର୍ମାଣ ନିମନ୍ତେ ।
୪-ସାମାଜିକ ପ୍ରଭାବ ମୂଲ୍ୟାୟନର ସାରାଂଶ -ଉକ୍ତ ପ୍ରକଳ୍ପ ପାଇଁ ପ୍ରଯୁଜ୍ୟ ଅଟେ ।ଏହି ବିକାଶ ପ୍ରକଳ୍ପଟି ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ଯଥାର୍ଥ ଅଟେ । ପ୍ରକଳ୍ପର ସକରାମିକ ପ୍ରଭାବ ଗୁଡିକ ନକରାମିକ ପ୍ରଭାବ ଠାରୁ ଯଥେଷ୍ଟ ଅଧିକ ।
୫-ପୁନର୍ବାସ ଓ ଥଇଥାନ ପାଇଁ ନିଯୁକ୍ତ ପ୍ରଶାସକଙ୍କ ବିବରଣୀ-ଉପ ଜିଲ୍ଲାପାଳ, କେନ୍ଦୁଝର ।
୬-ଜମିର ବିବରଣୀ-3
| ଜ ି ଲ ୍ଲ । | ତହସିଲ | ଗ ୍ର ।ମ | ଗ୍ରାମାଂଚଳ/ ସହରାଂଚଳ | ଖାତା ନଂ. | ପ୍ଲଟ ନଂ. | ପ୍ଲଟ ର ମୋଟ ରକବା(ଏ) | ଅଧିସୂଚୀତ ଜମିର ରକବା(ଏ) | ରୟତ ର ନାମ |
| କେନ୍ଦୁଝର | ସଦର | ବୋଦାପଳସା | ଗ୍ରାମାଂଚଳ | ସଂଲଗ୍ନ | ସଂଲଗ୍ନ | ୦.୩୮୦ | ୦.୦୬୦ | ସଂଲଗ୍ନ |
| ମୋଟ | ୦.୩୮୦ | ୦.୦୬୦ |
ଉକ୍ତ ଅଧିସୂଚିତ ଜମି ରକବା ମଧ୍ୟରୁ ଏ୦.୦୦ ସଂରକ୍ଷିତ ସରକାରୀ ଜମି ପ୍ରତିବଦଳ ପାଇଁ ଉିଷ୍ଟ । ଉକ୍ତ ଭୂମିର ଏକ ନକ୍ସା ଭୂ-ଅର୍ଜନ ଅଧିକାରୀ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, କେନ୍ଦୁଝର ରେ କାର୍ଯ୍ୟ ଦିବସ ମାନଙ୍କରେ ଦେଖିବାକୁ ମିଳିପାରିବ । ଉକ୍ତ ଅଧିସୂଚନା ଅନ୍ତର୍ଭୂକ୍ତ କୌଣସି ଜମିର କ୍ରୟ ବିକ୍ରୟ, ହସ୍ତାନ୍ତର (ଦେଣ ନେଣ) କିମ୍ବା ଦାୟ ସୃଷ୍ଟି କେନ୍ଦୁଝର ଜିଲ୍ଲାପାଳଙ୍କ ପୂର୍ବାନୁମୋଦନ ବିନା କରାଯାଇପାରିବ ନାହିଁ ।
4ଭୂମି ଅନୁସୁଚୀ
ପ୍ରକଳ୍ପ ର ନାମ – କଚେରୀ ଛକ - ବୋଦାପଳସା ରାସ୍ତା ଅରଡେଇ ନାଳ ପୋଲ ନିର୍ମାଣ
ମୌଜା- ବୋଦାପଳସା ଥାନା ନଂ- ୧୪୯ ଥାନା- ସଦର ତହସିଲ ନଂ-୪ ତହସିଲ- ସଦର
ଜିଲ୍ଲା- କେନ୍ଦୁଝର
| କ ୍ର ମ ି କ ନଂ | ଖତିଆନ ନଂ | ପ୍ରଜାର ନାମ ଓ ଠିକଣା | ପ ୍ଲ ଟ ନଂ | କ ି ସମ | ମୋଟ ରକବା(ଏ) | ଅର୍ଜନ ରକବା(ଏ) | ମନ୍ତବ୍ୟ |
| ୧ | ୨୪୪/୩୩୫ | ସନାତନ ଦାସ ପି-ଦାମୋଦର ଦାସ ଜା- ଗୋପାଳ ବା-ନିଜଗାଁ | ୫୭୮ | ଶାରଦ ତିନି | ୦.୩୮୦ | ୦.୦୬୦ | |
| ମୋଟ | ୦.୩୮୦ | ୦.୦୬୦ |
ରାଜ୍ୟପାଳଙ୍କ ଆଦେଶାନୁକ୍ରମେ ବିଶାଲ ସିଂହ ଜିଲ୍ଲାପାଳ, କେନ୍ଦୁଝର
Printed and Published by the Director, Directorate of Printing, Stationery and Publication, Odisha, Cuttack-10 Ex. Gaz. 387—173+9