The Odisha G a z e t t e
EXTRAORDINARY
PUBLISHED BY AUTHORITY
No. 368 CUTTACK, TUESDAY, FEBRUARY 20, 2024/FALGUNA 1, 1945
ମାଲକାନଗିରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ
File No. 40 Dated 13-02-2024
ଯେହେତୁ ଓଡିଶା ସରକାରଙ୍କୁ ପ୍ରତୀତ ହେଉଅଛି କି ଏକ ସାର୍ବଜନୀନ ଉଦ୍ଦେଶ୍ୟରେ
ମାଲକାନଗିରି ଜିଲ୍ଲାର ଜୟପୁର ମାଲକାନଗିରି ନୂତନ ଓସାରିଆ ରେଳ ସଂଯୋଗିକରଣ ପ୍ରକଳ୍ପର
ନିର୍ମାଣ ନିମନ୍ତେ ସରକାର (Appropriate Government) ସରକାରୀ ବ୍ୟୟରେ ମୌଜା –
ଡଙ୍ଗରପାଲି, ଥାନା- ମୁଦୁଲିପଡା ନଂ-୩୩, ତହସିଲ- ଖଇରପୁଟ, ଜିଲ୍ଲା-ମାଲକାନଗିିରି ରେ
ନିମ୍ନ ତଫସିଲ ମତେ ପ୍ରାୟ ଏ. ୦.୦୨୯୧ ଡି. ଭୂମି ଅର୍ଜନ କରିବା ଆବଶ୍ୟକ ହେଉଅଛି
ତେଣୁ ନ୍ୟାୟୋଚିତ କ୍ଷତିପୂରଣ ଅଧିକାର ଏବଂ ଭୂ-ଅର୍ଜନ, ପୁନର୍ବାସ ଓ ଥଇଥାନ କ୍ଷେତ୍ରରେ ସ୍ୱତା
ଆଇନ,୨୦୧୩ ( RFCTLAR &R Act, 2013) ର ୧୧(୧) ଧାରା ରେ ଭାରପ୍ରାପ୍ତ ହୋଇ ସରକାର (Appropriate Government) ଏତଦ୍ୱାରା ନିମ୍ନ ଅନୁସୁଚୀ ରେ ପ୍ରଦତ୍ତ ଜମି ଅଧିଗ୍ରହଣ ପାଇଁ ପ୍ରାରମ୍ଭିକ ଅଧିସୂଚନା ଜାରି କରାଯାଉଛି
ନ୍ୟାୟ୍ୟୋଚିତ କ୍ଷତିପୂରଣ ଅଧିକାର ଏବଂ ଭୂ-ଅର୍ଜନ, ପୁନର୍ବାସ ଓ ଥଇଥାନ କ୍ଷେତ୍ରରେ
ସ୍ୱତା ଆଇନ, ୨୦୧୩ ୧୧(୧) ଧାରା ଅନୁଯାୟୀ ଘୋଷିତ ଏହି ପ୍ରାରମ୍ଭିକ ଅଧିସୁଚନାଟି ଏଥି
ସହିତ ସମ୍ପୃକ୍ତ ସମସ୍ତଙ୍କ ପାଇଁ ପ୍ରଯୁଜ୍ୟ ଅଟେ
ଯଦି ସମ୍ପୃକ୍ତ ଜମିର କୌଣସି ସ୍ୱତ୍ୱାଧିକାରୀ / ଜମି ମାଲିକ ଭୂମୀ ଅଧିଗ୍ରହଣ ଅଧିସୁଚନା
ସମ୍ପର୍କିତ ଅଧିସୂଚୀତ ଜମିର ଉପଯୋଗିତା, ରକବା ଏବଂ ସାର୍ବଜନିନ ଉଦ୍ଦେଶ୍ୟରେ ଓୌଚିତ୍ୟ
ବିଷୟରେ କୌଣସି ଆପତ୍ତି ଥାଏ, ସେ ଉକ୍ତ ପ୍ରାରମ୍ଭିକ ଅଧିସୁଚନା ପ୍ରକାଶନର ୬୦ ଦିନ ମଧ୍ୟରେ
ସମ୍ପୃକ୍ତ ଜିଲ୍ଲାପାଳଙ୍କ ନିକଟରେ ଲିଖିତ ଆକାରରେ ଅଭିୖୖଯୋଗ କରିପାରିବେ
2ପ୍ରକଳ୍ପ ସମ୍ଭନ୍ଧୀୟ ବିବରଣୀ
୧-ସାର୍ବଜନୀନ ଉଦ୍ଦେଶ୍ୟରେ ସ୍ୱରୁପ ଜୟପୁର ମାଲକାନଗିରି ନୂତନ ଓସାରିଆ ରେଳ
ସଂଯୋଗିକରଣ ପ୍ରକଳ୍ପ ନିର୍ମାଣ ନିମନ୍ତେ
୨-ଜମି ଆବଶ୍ୟକ କରୁଥିବା ସଂସ୍ଥାର ନାମ-ଉପ ମୁଖ୍ୟଯୀ (ନିର୍ମାଣ),ପୁର୍ବତଟ
ରେଳପଥ କୋରାପୁଟ
୩-କ୍ଷତିଗ୍ରସ୍ତ ଲୋକଙ୍କ ବିସ୍ଥାପନ ଆବଶ୍ୟକତାର କାରଣ – ସାର୍ବଜନୀନ ଉଦ୍ଦେଶ୍ୟରେ-
ଜୟପୁର ମାଲକାନଗିରି ନୂତନ ଓସାରିଆ ରେଳ ସଂଯୋଗିକରଣ ପ୍ରକଳ୍ପ ନିର୍ମାଣ
ନିମନ୍ତେ କାର୍ଯ୍ୟକାରି କରିବା
୪-ସାମାଜିକ ପ୍ରଭାବ ମୂଲ୍ୟାୟନର ସାରାଂଶ ସଂଲଗ୍ନ କରାଗଲା
୫-ପୂନର୍ବାସ ଓ ଥଇଥାନ ପାଇଁ ନିଯୁକ୍ତ ପ୍ରଶାସକଙ୍କ ବିବରଣୀ-ଉପ ଜିଲ୍ଲାପାଳ,
ମାଲକାନଗିରି
୬-ଜମିର ବିବରଣୀ-
| ଜ ି ଲ୍ଲା | ତହସିଲ | ଗ ୍ର ।ମାଞ୍ଚଳ | ଗ ।ମାଞ୍ଚଳ / ୍ର ସହରାଞ୍ଚଳ | ଖାତା ନଂ | ପଟ୍ ନଂ | ପ ଟ୍ ର ମୋଟ ରକବା | ଅଧିସୁଚୀତ ଜମିର ରକବା | ରୟତଙ୍କ ନାମ |
| ଏଥିସହିତ ସଂଲଗ୍ନ କରାଗଲା |
ଉକ୍ତ ଅଧିସୂଚୀତ ଜମି ରକବା ମଧ୍ୟରୁ NIL ସରକାରୀ ସଂରକ୍ଷିତଜମି ପ୍ରତିବଦଳ ପାଇଁ
ଉିଷ୍ଟ
ଉକ୍ତ ଭୂମିର ଏକ ନକ୍ସା ସ୍ୱତ ଭୂ-ଅର୍ଜନ ଅଧିକାରୀ ଜୟପୁର-ମାଲକାନଗିରି ନୂତନ
ଓସାରିଆ ରେଳ ସଂଯୋଗିକରଣ ପ୍ରକଳ୍ପ ଙ୍କ କାର୍ଯ୍ୟାଳୟରେ କାର୍ଯ୍ୟଦିବସ ମାନଙ୍କରେ
ଦେଖିବାକୁ ମିଳିପାରିବ
ଉକ୍ତ ଅଧିସୁଚନା ଅନ୍ତର୍ଭୁକ୍ତ କୌଣସି ଜମିର କ୍ରୟ ବିକ୍ରୟ, ହସ୍ତାନ୍ତର (ଦେଣ ନେଣ) କିମ୍ବା
ଦାୟ ସୃଷ୍ଟି ମାଲକାନଗିରି ଜିଲ୍ଲାପାଳଙ୍କ ପୂର୍ବାନୁମୋଦନ ବିନା କରାଯାଇପାରିବ ନାହିଁ
3| ଭୁମି ଅନୁସୁଚୀ | |||||
| ମୌଜାଡଙ୍ଗରପାଲି,ଥାନା-ମୁଦୁଲିପଡା ନଂ-୩୩ , ତହସିଲ-ଖଇରପୁଟ, ଜିଲ୍ଲା-ମାଲକାନଗିରି | |||||
| ଜୟପୁର-ମାଲକାନଗିରି ନୂତନ ଓସାରିଆ ରେଳପଥ ପ୍ରକଳ୍ପ, ଜୟପୁର ନିର୍ମାଣ ନିମନ୍ତେ | |||||
| ଖାତା ନଂ | ପ୍ଲଟ ନଂ | ମୋଟ ରକବା (ଏକର) | ଅଧିଗ୍ରହଣ ରକବା (ଏକର) | କ ି ସମ | ରୟତଙ୍କ ନାମ |
| ୧୧ | ୪୭ | ୧.୮୫୮ | ୦.୦୨୯୧ | ଡଙ୍ଗର ଦ ୁ ଇ | ସ ୁ ନାଧର ଗୌଡ ପି-ସମ୍ବ୍ରା ଗୌଡ ବା-ଅଁଳିପୁଟ ପଡା ରାଉଁଳିଗୁଡା |
ରାଜ୍ୟପାଳଙ୍କ ଆଦେଶକ୍ରମେ
ଶ୍ରୀ ବିଶାଲ ସିଂହ
ଜିଲ୍ଲାପାଳ, ମାଲକାନଗିରି
Printed and Published by the Director, Directorate of Printing, Stationery and Publication, Odisha, Cuttack-10 Ex. Gaz. 2578—173+5