The Odisha G a z e t t e
EXTRAORDINARY
PUBLISHED BY AUTHORITY
No. 894 CUTTACK, TUESDAY, APRIL 15, 2025/CHAITRA 25, 1947
କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ
ଘୋଷଣା
The 29th March 2025
ନଥି ସଂ 94(cid:650)IX(C)-17/2025(cid:650)ସର୍ବସାଧାରଣଙ୍କ ଅବଗତି ନିମନ୍ତେ, ନ୍ୟାୟୋଚିତ କ୍ଷତିପୂରଣ ଅଧିକାର ଏବଂ ଭୂ-ଅର୍ଜନ, ପୁନର୍ବାସ ଓ ଥଇଥାନ କ୍ଷେତ୍ରରେ ସ୍ୱଛତା ଆଇନ, ୨୦୧୩ (RFCTLAR & R Act 2013) ର ଧାରା ୧୯(୧) ଅଧିନିୟମ ୧ ଅନୁଯାୟୀ ଏହି ଘୋଷଣାନାମା ଦିଆଯାଉଅଛି ଯେ ଉକ୍ତ ଆଇନ ର ଧାରା ୧୫(୨) ଅନୁସାରେ ଜିଲ୍ଲାପାଳଙ୍କ ଦ୍ୱାରା ପ୍ରଦତ ରିପୋର୍ଟକୁ ବିବେଚନା କରି ରାଜ୍ୟ ସରକାରଙ୍କୁ ଏହି ଆଇନର ଧାରା ୨(୧) ପ୍ରକାରେ ପ୍ରତୀତ ହେଉଅଛି ଯେ, ମୌଜା-ଶ୍ରୀ ଯୋଡା ଥାନା- ଯୋଡା, ତହସିଲ- ବଡବିଲ, ଜିଲ୍ଲା-କେନ୍ଦୁଝର ରେ ନିମ୍ନ ସୂଚୀତ କ ତଫସିଲ ଜମି ଏକ ସାର୍ବଜନୀନ ଉଦ୍ଦେଶ୍ୟରେ ଯଥା- ବାମେବାରୀ-ପଳଶା-ଗୁରୁଡା-କୋଇରା ରାସ୍ତାର ଉନ୍ନତିିକରଣ ନିମନ୍ତେ ଭୂମି ଅଧିଗ୍ରହଣ ଆବଶ୍ୟକ ହେଉଅଛି ।
2ତଫସିଲ-କ
(ପ୍ରସ୍ତାବିତ ଭୂମି ଅଧିଗ୍ରହଣ ଅନୁସୂଚୀ)
ଜିଲ୍ଲା- କେନ୍ଦୁଝର ତହସିଲ- ବଡବିଲ
| ଗ୍ରାମର ନାମ | ଗ୍ରାମାଚଂଳ /ସହରାଚଂଳ | ଖାତା ନଂ | ପ ଟ ନଂ ୍ଲ | କ ି ସମ | ପ ୍ଲ ଟର ମୋଟ ରକବା | ଅଧିଗ୍ରହଣ ହେବାକୁ ଥିବା ଜମିର ରକବା | ରୟତଙ୍କ ନାମ |
| ୧ | ୨ | ୩ | ୪ | ୫ | ୬ | ୭ | ୮ |
| ଶ୍ରୀ ଯୋଡା | ଗ୍ରାମାଚଂଳ | ସଂଲଗ୍ନ | ସଂଲଗ୍ନ | ସଂଲଗ୍ନ | ଏ୫.୨୩ | ଏ ୦.୨୩ | ସଂଲଗ୍ନ |
ତଫସିଲ-ଖ
(ପୁନର୍ବାସ ନିମିତ ଚିହ୍ନଟ ଭୂମି ଅନୁସୂଚୀ)
ଜିଲ୍ଲା- କେନ୍ଦୁଝର ତହସିଲ- ବଡବିଲ
| ଗ୍ରାମର ନାମ | ଗ୍ରାମାଚଂଳ /ସହରାଚଂଳ | ଖାତା ନଂ | ପ ଟ ନଂ ୍ଲ | କ ି ସମ | ପ ୍ଲ ଟର ମୋଟ ରକବା | ଅଧିଗ୍ରହଣ ହେବାକୁ ଥିବା ଜମିର ରକବା | ରୟତଙ୍କ ନାମ |
| ୧ | ୨ | ୩ | ୪ | ୫ | ୬ | ୭ | ୮ |
| ପ ଯ ୍ର ଜ୍ୟ ନୁହେଁ ୁ |
ଅଧିସୂଚନାର ବୈୖଧ ତାରିଖ-3
ଭୁମି ଅନୁସୁଚୀ
ପ୍ରକଳ୍ପ ର ନାମ- ବାମେବାରୀ-ପଳଶା-ଗୁରୁଡା-କୋଇରା ରାସ୍ତାର ଉନ୍ନତି କରଣ ମୌଜା-ଶ୍ରୀ ଯୋଡା ଥାନା ନଂ-୫୭ ଥାନା-ଯୋଡା ତହସିଲ ନଂ-୨ ତହସିଲ-ବଡବିଲ ଜିଲ୍ଲା-କେନ୍ଦୁଝର
| କ ମ ୍ର କ ି ନଂ | ଖତିଆନ ନଂ | ପ୍ରଜାର ନାମ ଓ ଠିକଣା | ପ ଟ ନଂ ୍ଲ | କ ି ସମ | ମୋଟ ରକବା | ଅର୍ଜନ ରକବା | ମନ୍ତବ୍ୟ |
| ୧ | ୧୦ | ମହମଦ ମଜରୁଲ ୁହକ,ମହମଦ ଏକ୍ରାମୁଲ ହକ,ପିତା- ମହମଦ ସ ରାଜୁଦ୍ଦିନି,ଜା-ମୁସଲମାନ,ବା-ଝୁମ୍ପୁରା ି | ୨ | ପତିତ | ୦.୫୨ | ୦.୦୫ | |
| ୭୦ | ପତିତ | ୪.୭୧ | ୦.୧୮ | ||||
| ମୋଟ | ୫.୨୩ | ୦.୨୩ |
ରାଜ୍ୟପାଳଙ୍କ ଆଦେଶକ୍ରମେ ଶ୍ରୀ ବିଶାଲ ସିଂହ ଜିଲ୍ଲାପାଳ, କେନ୍ଦୁଝର
Printed and Published by the Director, Directorate of Printing, Stationery and Publication, Odisha, Cuttack-10 Ex. Gaz. 104—173+12
- ର ଧାରା ୧୧(୧) ଅନୁଯାୟୀ ବିପ୍ତି ସଂଖ୍ୟା-୬୯୫ ତା-୨୧-୧୨-୨୦୨୦ ରିଖରେ ପ୍ରକାଶିତ ହୋଇଅଛି । ପୁନ ଏହା ଘୋଷଣା କରାଯାଉଅଛି ଯେ ମୌଜା- ଶ୍ରୀ ଯୋଡା ଥାନା- ଯୋଡା, ତହସିଲ- ବଡବିଲ, ଜିଲ୍ଲା-କେନ୍ଦୁଝର ରେ କୌଣସି ବିସ୍ଥାପିତ ପରିବାର ନ ଥିବାରୁ ପୁନର୍ବାସ ଓ ଥଇଥାନ ନିମିତ କୌଣସି ଜମି ଚିହ୍ନଟ ଓ ପୁନର୍ବାସ ଓ ଥଇଥାନ ଯୋଜନା ରୂପରେଖର ସାରମର୍ମ ସଂଲଗ୍ନ କରାଯାଇନାହିଁ । ଅନୁମୋଦିତ ପୁନର୍ବାସ ଓ ଥଇଥାନ ଯୋଜନା ଜିଲ୍ଲାପାଳ ଏବଂ ପୁନର୍ବାସ ଓ ଥଇଥାନ ପ୍ରଶାସନ କାର୍ଯ୍ୟାଳୟରେ ଉପଲ ଅଟେ । ଏହା ମଧ୍ୟ ଜିଲ୍ଲା ଓ୍ୱେବସାଇଟ www.kendujhar.nic.in ରେ ଏବଂ ରାଜ୍ୟ ସରକାରଙ୍କ ଓ୍ୱେବସାଇଟ www.revenueodisha.gov.in ରେ ସର୍ବସାଧାରଣଙ୍କ ଅବଲୋକନ ପାଇଁ ଅପଲୋଡ୍ କରାଯାଇଅଛି । ପୁନର୍ବାସ ଓ ଥଇଥାନ ଯୋଜନାର ଭୂମି ନକ୍ସା ଜିଲ୍ଲାପାଳ କେନ୍ଦୁଝର ଙ୍କ କାର୍ଯ୍ୟାଳୟରେ କାର୍ଯ୍ୟ ଦିବସ ମାନଙ୍କରେ ଦେଖିବାକୁ ମିଳିପାରିବ । ↩