Servants of Knowledge
Odisha Gazette · Government of Odisha

Odisha Gazette, No. 902, 15 April 2025

Published 15 April 2025

Department
Revenue & Disaster Management
Type
Extraordinary
Gazette no.
902
Notification no.
142
Notification Date
29-03-2025
Identifier
in.gazette.odisha_govpress.2025-04-15.Extraordinary_902
Languages
English, Odia
Published at
Original source ↗

The Odisha G a z e t t e

EXTRAORDINARY

PUBLISHED BY AUTHORITY

No. 902 CUTTACK, TUESDAY, APRIL 15, 2025/CHAITRA 25, 1947

କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ

ଘୋଷଣା

The 29th March 2025

ନଥି ସଂ 142(cid:650)IX(C)-03/2025(cid:650)ସର୍ବସାଧାରଣଙ୍କ ଅବଗତି ନିମନ୍ତେ, ନ୍ୟାୟୋଚିତ କ୍ଷତିପୂରଣ ଅଧିକାର ଏବଂ ଭୂ-ଅର୍ଜନ, ପୁନର୍ବାସ ଓ ଥଇଥାନ କ୍ଷେତ୍ରରେ ସ୍ୱଛତା ଆଇନ, ୨୦୧୩ (RFCTLAR & R Act 2013) ର ଧାରା ୧୯(୧) ଅଧିନିୟମ ୧ ଅନୁଯାୟୀ ଏହି ଘୋଷଣାନାମା ଦିଆଯାଉଅଛି ଯେ ଉକ୍ତ ଆଇନ ର ଧାରା ୧୫(୨) ଅନୁସାରେ ଜିଲ୍ଲାପାଳଙ୍କ ଦ୍ୱାରା ପ୍ରଦତ ରିପୋର୍ଟକୁ ବିବେଚନା କରି ରାଜ୍ୟ ସରକାରଙ୍କୁ ଏହି ଆଇନର ଧାରା ୨(୧) ପ୍ରକାରେ ପ୍ରତୀତ ହେଉଅଛି ଯେ, ମୌଜା- ଖୁଂଟାପାଣି ଥାନା- ଯୋଡା, ତହସିଲ- ବଡବିଲ, ଜିଲ୍ଲା-କେନ୍ଦୁଝର ରେ ନିମ୍ନ ସୂଚୀତ କ ତଫସିଲ ଜମି ଏକ ସାର୍ବଜନୀନ ଉଦ୍ଦେଶ୍ୟରେ ଯଥା- ବାମେବାରି – ରଣସାଳ ଘାଟି, ଭାୟା ଯୋଡା- ବାମେବାରି ଏକ୍ସପ୍ରେସ -୨ ରାସ୍ତାର ଉନ୍ନତିକରଣ ନିମନ୍ତେ ଭୂମି ଅଧିଗ୍ରହଣ ଆବଶ୍ୟକ ହେଉଅଛି ।

2

ତଫସିଲ-କ

(ପ୍ରସ୍ତାବିତ ଭୂମି ଅଧିଗ୍ରହଣ ଅନୁସୂଚୀ)

ଜିଲ୍ଲା- କେନ୍ଦୁଝର ତହସିଲ- ବଡବିଲ

ଗ ।ମର ନାମ ୍ର ଗ୍ରାମାଚଂଳ /ସହରାଚଂଳ ଖାତା ନଂ ପ ଟ ନଂ ୍ଲ କ ି ସମ ପ ୍ଲ ଟର ମୋଟ ରକବା ଅଧିଗ୍ରହଣ ହେବାକୁ ଥିବା ଜମିର ରକବା ରୟତଙ୍କ ନାମ
୧ ୨ ୩ ୪ ୫ ୬ ୭ ୮
ଖ ଂଟାପାଣି ୁ ଗ୍ରାମାଚଂଳ ସଂଲଗ୍ନ ସଂଲଗ୍ନ ସଂଲଗ୍ନ ଏ୨.୪୫୬ ଏ୧.୧୪୫ ସଂଲଗ୍ନ

ତଫସିଲ-ଖ

(ପୁନର୍ବାସ ନିମିତ ଚିହ୍ନଟ ଭୂମି ଅନୁସୂଚୀ)

ଜିଲ୍ଲା- କେନ୍ଦୁଝର ତହସିଲ- ବଡବିଲ

ଗ୍ରାମର ନାମ ଗ୍ରାମାଚଂଳ /ସହରାଚଂଳ ଖାତା ନଂ ପ ଟ ନଂ ୍ଲ କ ି ସମ ପ ୍ଲ ଟର ମୋଟ ରକବା ଅଧିଗ୍ରହଣ ହେବାକୁ ଥିବା ଜମିର ରକବା ରୟତଙ୍କ ନାମ
୧ ୨ ୩ ୪ ୫ ୬ ୭ ୮
ପ ଯ ୍ର ଜ୍ୟ ନୁହେଁ ୁ

ଅଧିସୂଚନାର ବୈୖଧ ତାରିଖ- ୨୪-୦୨-୨୦୨୧3

ଭୂମି ଅନୁସୂଚୀ

ପ୍ର୍ରକଳ୍ପର ନାମ- ବାମେବାରି – ରଣସାଳ ଘାଟି , ଭାୟା ଯୋଡା- ବାମେବାରି ଏକ୍ସପ୍ରେସ -୨ ରାସ୍ତାର ଉନ୍ନତିକରଣ ମୌଜା- ଖୁଂଟାପାଣି ଥାନା ନଂ-୩୫

ଥାନା-ଯୋଡା ତହସିଲ-୨(୭୩) ତହସିଲ-ବଡବିଲ

ଜିଲ୍ଲା-କେନ୍ଦୁଝର

କ ମ ୍ର କ ି ନଂ ଖତିଆନ ନଂ ପ୍ରଜାର ନାମ ଓ ଠିକଣା ପ ଟ ନଂ ୍ଲ କ ି ସମ ମୋଟ ରକବା ଅର୍ଜନ ରକବା ମନ୍ତବ୍ୟ
୧ ୨୯ ବାଇଧର ବାରିକ, ଅଇଁଠୁ ବାରିକ, ବୈରାଗି ବାରିକ, ପ ି -ଚିନ୍ତାମଣି ବାରିକ, ସାଇବାଣି ଆପାଟ, ପି- କ ଷ୍ଣ ବାରିକ, ୃ ଧ ଳ ୂ ଆ ବାରିକ, ି ପାାବି ବାରିକ, ଚନ୍ଦ୍ରମୋହନ ବାରିକ, ଡ ମ ୁ ଣ ି ବାରିକ, ପ ି - ଗୋପିନାଥ ବାରିକ, ସମ୍ବାରି ବାରିକ, ସ୍ୱା-ଗୋପିନାଥ ବାରିକ, ଧର୍ନୁର ବାରିକ, ଭଜନା ବାରିକ, ପ ି -ବୃଷଭ ବାରିକ, ରାମଚନ୍ଦ୍ର ବାରିକ, ଲାଲମୋହନ ବାରିକ, ପ ି -ରୟା ବାରିକ, ପୁନେଇ ବାରିକ, ସ୍ୱା- ରୟା ବାରି, ଜା-ଗୋପାଳ, ବା-ନିଜଗାଁ । ୫୩୪ ଶାରଦ-୧ ୦.୨୩୦ ୦.୧୦୦
୫୩୫ ପତିତ ୦.୦୧୫ ୦.୦୧୫
୫୩୬ ଶାରଦ-୧ ୦.୭୨୧ ୦.୭୦୦
୨ ୬୨/ ୧୬ ମେର୍ସସ ଭୁସନ ପାବାର ଏଣ୍ଡ ଷ୍ଟିଲ ଲ ି ଃ ବା-୪ର୍ଥ ମହଲା ଟଲଟୟ ହାଉସ,ଟଲଟଲୟ ମାର୍ଗ,କନ୍ନଟ ପ୍ଲେସ,ନୂଆ ଦିଲ୍ଲି,ହା/ବା- ଯୋଡା ୫୩୪/୧୩୩୧ କାରଖାନା ୧.୪୯୦ ୦.୩୩୦
ମୋଟ ୨.୪୫୬ ୧.୧୪୫
4

ରାଜ୍ୟପାଳଙ୍କ ଆଦେଶକ୍ରମେ ଶ୍ରୀ ବିଶାଲ ସିଂହ ଜିଲ୍ଲାପାଳ, କେନ୍ଦୁଝର

Printed and Published by the Director, Directorate of Printing, Stationery and Publication, Odisha, Cuttack-10 Ex. Gaz. 112—173+12


  1. ର ଧାରା ୧୧(୧) ଅନୁଯାୟୀ ବିପ୍ତି ସଂଖ୍ୟା-୭୪୫ତା-୨୧-୧୨-୨୦୨୦ ରିଖରେ ପ୍ରକାଶିତ ହୋଇଅଛି । ପୁନ ଏହା ଘୋଷଣା କରାଯାଉଅଛି ଯେ ମୌଜା- ଖୁଂଟାପାଣି, ଥାନା- ଯୋଡା, ଜିଲ୍ଲା- କେନ୍ଦୁଝର ରେ କୌଣସି ବିସ୍ଥାପିତ ପରିବାର ନ ଥିବାରୁ ପୁନର୍ବାସ ଓ ଥଇଥାନ ନିମିତ କୌଣସି ଜମି ଚିହ୍ନଟ ଓ ପୁନର୍ବାସ ଓ ଥଇଥାନ ଯୋଜନା ରୂପରେଖର ସାରମର୍ମ ସଂଲଗ୍ନ କରାଯାଇନାହିଁ । ଅନୁମୋଦିତ ପୁନର୍ବାସ ଓ ଥଇଥାନ ଯୋଜନା ଜିଲ୍ଲାପାଳ ଏବଂ ପୁନର୍ବାସ ଓ ଥଇଥାନ ପ୍ରଶାସନ କାର୍ଯ୍ୟାଳୟରେ ଉପଲ ଅଟେ । ଏହା ମଧ୍ୟ ଜିଲ୍ଲା ଓ୍ୱେବସାଇଟ www.kendujhar.nic.in ରେ ଏବଂ ରାଜ୍ୟ ସରକାରଙ୍କ ଓ୍ୱେବସାଇଟ www.revenueodisha.gov.in ରେ ସର୍ବସାଧାରଣଙ୍କ ଅବଲୋକନ ପାଇଁ ଅପଲୋଡ୍ କରାଯାଇଅଛି । ପୁନର୍ବାସ ଓ ଥଇଥାନ ଯୋଜନାର ଭୂମି ନକ୍ସା ଜିଲ୍ଲାପାଳ କେନ୍ଦୁଝର ଙ୍କ କାର୍ଯ୍ୟାଳୟରେ କାର୍ଯ୍ୟ ଦିବସ ମାନଙ୍କରେ ଦେଖିବାକୁ ମିଳିପାରିବ । ↩
Cite this issue. Odisha Gazette, Government of Odisha, 15 April 2025. Indian Gazettes, https://egazette.servantsofknowledge.in/details/in.gazette.odisha_govpress.2025-04-15.Extraordinary_902/. Archive identifier in.gazette.odisha_govpress.2025-04-15.Extraordinary_902.