Servants of Knowledge
Odisha Gazette · Government of Odisha

Odisha Gazette, No. 903, 15 April 2025

Published 15 April 2025

Department
Revenue & Disaster Management
Type
Extraordinary
Gazette no.
903
Notification no.
148
Notification Date
29-03-2025
Identifier
in.gazette.odisha_govpress.2025-04-15.Extraordinary_903
Languages
English, Odia
Published at
Original source ↗

The Odisha G a z e t t e

EXTRAORDINARY

PUBLISHED BY AUTHORITY

No. 903 CUTTACK, TUESDAY, APRIL 15, 2025/CHAITRA 25, 1947

କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ

ଘୋଷଣା

The 29th March 2025

ନଥି ସଂ 148(cid:650)IX(C)-05/2025(cid:650) ସର୍ବସାଧାରଣଙ୍କ ଅବଗତି ନିମନ୍ତେ, ନ୍ୟାୟୋଚିତ କ୍ଷତିପୂରଣ ଅଧିକାର ଏବଂ ଭୂ-ଅର୍ଜନ, ପୁନର୍ବାସ ଓ ଥଇଥାନ କ୍ଷେତ୍ରରେ ସ୍ୱଛତା ଆଇନ, ୨୦୧୩ (RFCTLAR & R Act 2013) ର ଧାରା ୧୯(୧) ଅଧିନିୟମ ୧ ଅନୁଯାୟୀ ଏହି ଘୋଷଣାନାମା ଦିଆଯାଉଅଛି ଯେ ଉକ୍ତ ଆଇନ ର ଧାରା ୧୫(୨) ଅନୁସାରେ ଜିଲ୍ଲାପାଳଙ୍କ ଦ୍ୱାରା ପ୍ରଦତ ରିପୋର୍ଟକୁ ବିବେଚନା କରି ରାଜ୍ୟ ସରକାରଙ୍କୁ ଏହି ଆଇନର ଧାରା ୨(୧) ପ୍ରକାରେ ପ୍ରତୀତ ହେଉଅଛି ଯେ, ମୌଜା- କୁଣ୍ଡାପସି ଥାନା- ଯୋଡା, ତହସିଲ- ବଡବିଲ, ଜିଲ୍ଲା-କେନ୍ଦୁଝର ରେ ନିମ୍ନ ସୂଚୀତ କ ତଫସିଲ ଜମି ଏକ ସାର୍ବଜନୀନ ଉଦ୍ଦେଶ୍ୟରେ ଯଥା- ବାମେବାରି – ରଣସାଳ ଘାଟି , ଭାୟା ଯୋଡା- ବାମେବାରି ଏକ୍ସପ୍ରେସ -୨ ରାସ୍ତାର ଉନ୍ନତିକରଣ ନିମନ୍ତେ ଭୂମି ଅଧିଗ୍ରହଣ ଆବଶ୍ୟକ ହେଉଅଛି ।

2

ତଫସିଲ-କ

(ପ୍ରସ୍ତାବିତ ଭୂମି ଅଧିଗ୍ରହଣ ଅନୁସୂଚୀ)

ଜିଲ୍ଲା- କେନ୍ଦୁଝର ତହସିଲ- ବଡବିଲ

ଗ୍ରାମର ନାମ ଗ୍ରାମାଚଂଳ /ସହରାଚଂଳ ଖାତା ନଂ ପ ଟ ନଂ ୍ଲ କ ି ସମ ପ ୍ଲ ଟର ମୋଟ ରକବା ଅଧିଗ୍ରହଣ ହେବାକୁ ଥିବା ଜମିର ରକବା ରୟତଙ୍କ ନାମ
୧ ୨ ୩ ୪ ୫ ୬ ୭ ୮
କ ୁ ଣ୍ଡାପସି ଗ୍ରାମାଚଂଳ ସଂଲଗ୍ନ ସଂଲଗ୍ନ ସଂଲଗ୍ନ ଏ୨.୯୦୦ ଏ୦.୫୦୦ ସଂଲଗ୍ନ

ତଫସିଲ-ଖ

(ପୁନର୍ବାସ ନିମିତ ଚିହ୍ନଟ ଭୂମି ଅନୁସୂଚୀ)

ଜିଲ୍ଲା- କେନ୍ଦୁଝର ତହସିଲ- ବଡବିଲ

ଗ୍ରାମର ନାମ ଗ୍ରାମାଚଂଳ /ସହରାଚଂଳ ଖାତା ନଂ ପ ଟ ନଂ ୍ଲ କ ି ସମ ପ ୍ଲ ଟର ମୋଟ ରକବା ଅଧିଗ୍ରହଣ ହେବାକୁ ଥିବା ଜମିର ରକବା ରୟତଙ୍କ ନାମ
୧ ୨ ୩ ୪ ୫ ୬ ୭ ୮
ପ ଯ ୍ର ଜ୍ୟ ନୁହେଁ ୁ

ଅଧିସୂଚନାର ବୈୖଧ ତାରିଖ-୨୪-୦୨-୨୦୨୧3

ଭୂମି ଅନୁସୂଚୀ

ପ୍ର୍ରକଳ୍ପର ନାମ - ବାମେବାରି –ରଣସାଳ ଘାଟି , ଭାୟା ଯୋଡା -ବାମେବାରି ଏକ୍ସପ୍ରେସ -୨ ରାସ୍ତାର ଉନ୍ନତିକରଣ ମୌଜା-କୁଣ୍ଡାପସି ଥାନା ନଂ-୫୮ ଥାନା- ଯୋଡା ତହସିଲ-୨ (୭୩) ତହସିଲ-ବଡବିଲ

ଜିଲ୍ଲା-କେନ୍ଦୁଝର

କ ମ ୍ର କ ି ନଂ ଖତିଆନ ନଂ ପ୍ରଜାର ନାମ ଓ ଠିକଣା ପ ଟ ନଂ ୍ଲ କିସମ ମୋଟରକବା ଅର୍ଜନ ରକବା ମନ୍ତବ୍ୟ
୧ ୮ ଡ ୁ ରଗୁ ମୁଣ୍ଡା ପି-ରାମାଇ ମୁଣ୍ଡା, ୁ ବ ଧୁରା ମୁଣ୍ଡା ପି- ଡୁୁରଗୁୁ ମୁଣ୍ଡା ୁ ଜା- କୋହ୍ଲ,ବା -ନିଜଗାଁ, ବେଆଇନ ଖରିଦ ସୁତ୍ରେ ଦଖଲ ସୁଇମନୋଖ ଜୟୀସୁଅଲ, ପି- ବୈଦ୍ୟନାଥ ଜୟୀସୁଅଲ , ଜା- ବଣିଆ ବା-ନିଜଗାଁ , ରେଜିଷ୍ଟ୍ରି ଦଲିଲ ନଂ-୧୨୯୬. ତା ୨୩.୧୦.୧୯୭୦ ଜରସମନ ଟ.୬୧୬.୦୦ ୧୧୨ ଘରବାରି ୦.୨୮୦ ୦.୧୮୦
୧୧୩ ଘରବାରି ୦.୧୩୦ ୦.୧୩୦
୨ ୭ ଜନ ମୁଣ୍ଡା, ପି-ସମା ମୁଣ୍ଡା, ଜା- କୋହ୍ଲ ବା-ନିଜଗାଁ ୧୩୧ ତଇଳା-୨ ୦.୩୩୦ ୦.୧୨୦
୩ ୧୪ ହାରାମଣି ମହାକୁଡ, ସ୍ୱା- ଗୋର୍ବନ ମହାକୁଡ , ରାମଚନ୍ଦ୍ର ମହାକୁଡ, ମହେଶ୍ୱର ମହାକୁଡ, ପ୍ରାଣବଲ୍ଲବ ମହାକୁଡ, ଅନିରୁ ମହାକୁଡ , ଅହଲ୍ୟା ଖ ଂଟିଆ, ସୂର୍ଯ୍ୟମଣି ବାରିକ, ୁ ମେନକା ବାରିକ, ପି- ଗୋର୍ବନ ମହାକୁଡ, ବା-ନମ୍ଭିର ଜା- ଗୋପାଳ ୧୨୮ ତଇଳା-୨ ୧.୪୩୦ ୦.୦୫୦
୪ ୨୫ ରଇଦାସ ମୁଣ୍ଡା, ପି-ଡବର ମୁଣ୍ଡା, ଜା-କୋହ୍ଲ ବା- ନିଜଗାଁ । ୧୪୮ ଶାରଦ-୩ ୦.୭୩୦ ୦.୦୨୦
ମୋଟ ୨.୯୦୦ ୦.୫୦୦
4

ରାଜ୍ୟପାଳଙ୍କ ଆଦେଶକ୍ରମେ ଶ୍ରୀ ବିଶାଲ ସିଂହ ଜିଲ୍ଲାପାଳ, କେନ୍ଦୁଝର

Printed and Published by the Director, Directorate of Printing, Stationery and Publication, Odisha, Cuttack-10 Ex. Gaz. 113—173+12


  1. ର ଧାରା ୧୧(୧) ଅନୁଯାୟୀ ବିପ୍ତି ସଂଖ୍ୟା-୭୩୮ତା୨୧-୧୨-୨୦୨୦ ରିଖରେ ପ୍ରକାଶିତ ହୋଇଅଛି । ପୁନ ଏହା ଘୋଷଣା କରାଯାଉଅଛି ଯେ ମୌଜା-କୁଣ୍ଡାପସି, ଥାନା- ଯୋଡା, ଜିଲ୍ଲା- କେନ୍ଦୁଝର ରେ କୌଣସି ବିସ୍ଥାପିତ ପରିବାର ନ ଥିବାରୁ ପୁନର୍ବାସ ଓ ଥଇଥାନ ନିମିତ କୌଣସି ଜମି ଚିହ୍ନଟ ଓ ପୁନର୍ବାସ ଓ ଥଇଥାନ ଯୋଜନା ରୂପରେଖର ସାରମର୍ମ ସଂଲଗ୍ନ କରାଯାଇନାହିଁ । ଅନୁମୋଦିତ ପୁନର୍ବାସ ଓ ଥଇଥାନ ଯୋଜନା ଜିଲ୍ଲାପାଳ ଏବଂ ପୁନର୍ବାସ ଓ ଥଇଥାନ ପ୍ରଶାସନ କାର୍ଯ୍ୟାଳୟରେ ଉପଲ ଅଟେ । ଏହା ମଧ୍ୟ ଜିଲ୍ଲା ଓ୍ୱେବସାଇଟ www.kendujhar.nic.in ରେ ଏବଂ ରାଜ୍ୟ ସରକାରଙ୍କ ଓ୍ୱେବସାଇଟ www.revenueodisha.gov.in ରେ ସର୍ବସାଧାରଣଙ୍କ ଅବଲୋକନ ପାଇଁ ଅପଲୋଡ୍ କରାଯାଇଅଛି । ପୁନର୍ବାସ ଓ ଥଇଥାନ ଯୋଜନାର ଭୂମି ନକ୍ସା ଜିଲ୍ଲାପାଳ କେନ୍ଦୁଝର ଙ୍କ କାର୍ଯ୍ୟାଳୟରେ କାର୍ଯ୍ୟ ଦିବସ ମାନଙ୍କରେ ଦେଖିବାକୁ ମିଳିପାରିବ । ↩
Cite this issue. Odisha Gazette, Government of Odisha, 15 April 2025. Indian Gazettes, https://egazette.servantsofknowledge.in/details/in.gazette.odisha_govpress.2025-04-15.Extraordinary_903/. Archive identifier in.gazette.odisha_govpress.2025-04-15.Extraordinary_903.